Browsing Tag

coronavirus positive cases

ରାଜ୍ଯରେ ପୁଣି ୭୧୮ କରୋନା ପଜିଟିଭ୍ ଚିହ୍ନଟ: ଗଞ୍ଜାମରୁ ସର୍ବାଧିକ ୨୩୧, ଖୋର୍ଦ୍ଧାରୁ ୧୫୦ ଜଣ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ଯରେ ପୁଣି ୭୧୮ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରୁ ୪୭୯ ଏବଂ ଲୋକାଲ୍ କେସରୁ ୨୩୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨୪ଟି ଜିଲ୍ଲାରୁ ଏହି ନୂଆ ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ନେଇ ରାଜ୍ଯ ସୂଚନ ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ରାଜ୍ୟରେ ଆଜି ସର୍ବାଧିକ ୭୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୯୫୬ରେ ପହଞ୍ଚିଲା

ଭୁବନେଶ୍ବର: ରାଜ୍ୟରେ ଆଉ ୭୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯୫୬ ରେ ପହଞ୍ଚିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା । ତେବେ ୨୩ଟି ଜିଲ୍ଲାରୁ ଏହି ୭୫୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ କ୍ୱାରେଣ୍ଟାଇନ…

ଆଜି ଭୁବନେଶ୍ୱରରୁ ୨୯ ଜଣ ଓ କଟକରୁ ୫ ଜଣ କରୋନା ପଜିଟିଭ୍ ଚିହ୍ନଟ, ବଢୁଛି ଲୋକାଲ କଣ୍ଟାକ୍ଟ କେସ୍

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ଆଉ ୨୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ । ଏମାନଙ୍କ ଭିତରେ ୧୪ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଥିବା ବେଳେ ୧୪ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଏହି ଭୂତାଣୁରେ ସଂକ୍ରମିତ ହୋଇଛନ୍ତି ଜଣେ କରୋନା ଯୋଦ୍ଧା । ସୂଚନା ଅନୁଯାୟୀ…

ଭୁବନେଶ୍ବରରୁ ୧୭ ଓ କଟକରୁ ୩ କରୋନା ପଜିଟିଭ୍ ଚିହ୍ନଟ, ଏମାନଙ୍କ ଭିତରେ ତିନି କୋଭିଡ୍ ଯୋଦ୍ଧା ସାମିଲ୍

ଭୁବନେଶ୍ୱର: ଭୁବନେଶ୍ୱର ସହରରେ ଆଉ ୧୭ କରୋନା ଆକ୍ରାନ୍ତ ଚିହ୍ନଟ । ଏମାନଙ୍କ ଭିତରୁ ୫ଜଣ କ୍ୱାରେଣ୍ଟାଇନ୍‌, ୧୦ଜଣ ଲୋକାଲ କଣ୍ଟାକ୍ଟ ଏବଂ ୨ଜଣ କୋଭିଡ୍ ଯୋଦ୍ଧା ସାମିଲ୍ ଅଛନ୍ତି । ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ଯା ୪୫୦ ଛୁଇଁ ଥିବାବେଳେ ୨୭୪ଜଣ ସୁସ୍ଥ ହୋଇ ଘରକୁ…

ରାଜ୍ଯରେ ଆଉ ୧୩୬ ନୂଆ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ଯା ୩୩୮୬କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଉ ୧୩୬ ନୂଆ କରୋନା ପଜିଟିଭ୍ ଚିହ୍ନଟ। ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ଯା ୩୩୮୬କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରେ ୧୩୪ ଜଣ କ୍ବାରେଣ୍ଟାଇନରେ ଥିବାବେଳେ ୨ଜଣ ସ୍ଥାନୀୟ ବାସିନ୍ଦା । ଏନେଇ ରାଜ୍ଯ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।…

ଦେଶରେ ୯୬ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ମୃତ୍ୟୁ ତାଲିକାରେ ଆଗରେ ରହିଛି ମହାରାଷ୍ଟ୍ର

ନୂଆଦିଲ୍ଲୀ : ଦେଶରେ କରୋନା ସ୍ଥିତି ସାଂଘାତିକ ହେବାରେ ଲାଗିଛି । ବଢ଼ି ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌ । ଏପର୍ଯ୍ୟନ୍ତ ଭାରତରେ ମୃତ୍ୟୁସଂଖ୍ୟା ୩ ହଜାର ୨୯ରେ ପହଞ୍ଚିଛି । ଆକ୍ରାନ୍ତ ହୋଇଛନ୍ତି ମୋଟ ୯୬ ହଜାର ୧୬୯ ଜଣ । ଆରୋଗ୍ୟ ଲାଭ କରିଛନ୍ତି…

ଚୀନ୍‌କୁ ଟପିଲା ଭାରତ: ଦେଶରେ ୮୬ ହଜାର ଛୁଇଁବ ଆକ୍ରାନ୍ତଙ୍କ ସଂଖ୍ୟା, ତାଲିକାର ୧୧ ନମ୍ବର

ନୂଆଦିଲ୍ଲୀ:କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ଚୀନ୍‌କୁ ଟପିଛି ଭାରତ । ଚୀନ୍‌ରେ ଆକ୍ରାନ୍ତଙ୍କ ସଂଖ୍ୟା ୮୨ ହଜାର ୯୪୧ ରହିଥିବା ବେଳେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୮୬ ହଜାର ହେଲାଣି । ୮୫ ହଜାର ୯୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ…

ରାଜ୍ଯରେ ପୁଣି ୬୫ ନୂଆ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ପୁଣି ୬୫ ନୂଆ କରୋନା ପଜିଟିଭ୍ ଚିହ୍ନଟ। ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି । ଯାଜପୁରରୁ ସର୍ବାଧିକ ୩୧ ଜଣ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରୁ ୧୩, କଟକରୁ ୬, କେନ୍ଦ୍ରାପଡ଼ାରୁ ୪, ପୁରୀରୁ ୪, ଖୋର୍ଦ୍ଧାରୁ ୩, ମୟୂରଭଞ୍ଜ ଓ ନୟାଗଡ଼ରୁ ୨…