Browsing Tag

coronavirus total cases

ଦେଶରେ ଆଜି ଦିନକରେ ୩୪ ହଜାର ୮୮୪ ନୂଆ ଆକ୍ରାନ୍ତ ଚିହ୍ନଟ, ମୋଟ୍ ମୃତ୍ୟୁ ସଂଖ୍ୟା ୨୬ ହଜାର ପାର୍

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ଦିନକରେ ଆଉ ୩୪ ହଜାର ୮୮୪ ନୂଆ କେସ୍‌ ସାମ୍ନାକୁ ଆସିଛି । ୬୭୧ ଜଣଙ୍କ ଜୀବନ ଯାଇଛି । ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨୬ ହଜାର ପାର କରିଛି । ୨୬ ହଜାର ୨୭୩ ଜଣଙ୍କ ମୃତ୍ୟୁ ହୋଇସାରିଲାଣି । ସେହିପରି ଦେଶରେ…

ରାଜ୍ୟରେ ଆଉ ୧୭୦ କରୋନା ପଜିଟିଭ ଚିହ୍ନଟ, ୬୩୫୦ ଛୁଇଁଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଆଉ ୧୭୦ କରୋନା ପଜିଟିଭ ଚିହ୍ନଟ। ଏହାକୁ ମିଶାଇ ରାଜ୍ଯରେ ୬୩୫୦ ଛୁଇଁଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା। ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୪୩ ଜଣ ଓ ଲୋକାଲ କେସ୍ ୨୭ ଜଣ। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।…

କନ୍ଧମାଳ ଦାରିଙ୍ଗିବାଡି ଜୋନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସଟଡାଉନ୍ ଘୋଷଣା

କନ୍ଧମାଳ: କନ୍ଧମାଳ ଦାରିଙ୍ଗିବାଡି ଜୋନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସଟଡାଉନ । ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି ସରପଂଚ ରାଧାକାନ୍ତ ପ୍ରଧାନ ଦାରିଙ୍ଗିବାଡିକୁ ସଟଡାଉନ କରିଛନ୍ତି । ଡୁଡୁକିବାଡି ଅଂଚଳରୁ ଜଣେ ଶିକ୍ଷକ କରୋନା ଆକ୍ରାନ୍ତ ହେବା ପରେ ସରପଂଚ ଏଭଳି ପଦକ୍ଷେପ ନେଇଥିବା ଜଣାପଡିଛି…

ରାଜ୍ୟରେ ଆଉ ୧୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଜପତିରୁ ସର୍ବାଧିକ ୪୧ ପଜିଟିଭ

ଭୁବନେଶ୍ବର: ରାଜ୍ୟରେ ଆଉ ୧୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୭୦ ରେ ପହଞ୍ଚିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୮ଟି ଜିଲ୍ଲାରୁ ଏହି ୧୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ…