Browsing Tag

coronavirus total cases in india

ଦେଶରେ ଆଜି ଦିନକରେ ୩୪ ହଜାର ୮୮୪ ନୂଆ ଆକ୍ରାନ୍ତ ଚିହ୍ନଟ, ମୋଟ୍ ମୃତ୍ୟୁ ସଂଖ୍ୟା ୨୬ ହଜାର ପାର୍

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ଦିନକରେ ଆଉ ୩୪ ହଜାର ୮୮୪ ନୂଆ କେସ୍‌ ସାମ୍ନାକୁ ଆସିଛି । ୬୭୧ ଜଣଙ୍କ ଜୀବନ ଯାଇଛି । ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨୬ ହଜାର ପାର କରିଛି । ୨୬ ହଜାର ୨୭୩ ଜଣଙ୍କ ମୃତ୍ୟୁ ହୋଇସାରିଲାଣି । ସେହିପରି ଦେଶରେ…

ଭାରତରେ ୭ ଲକ୍ଷ ପାର ହେଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଦିଲ୍ଲୀ ଓ ତାମିଲନାଡୁରେ ସ୍ଥିତି ସଙ୍ଗୀନ

ନୂଆଦିଲ୍ଲୀ: ଭାରତରେ ଦିନକୁ ଦିନ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ଭାଇରସ୍ । ଏହାରି ଭିତରେ ସଂକ୍ରମିତଙ୍କ ସଂଖ୍ୟା ପାର କଲାଣି ୭ ଲକ୍ଷ । ଗତ ୨୪ ଘଣ୍ଟାରେ ୨୨ ହଜାର ୨୫୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୪୬୭ ଜଣଙ୍କ ମୃତ୍ୟୁ ହୋଇଛି । ନୂଆ ପଜିଟିଭ୍‌କୁ ମିଶାଇ ଦେଶରେ…