Browsing Tag

corrupt officers

୧୪ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ଆକ୍ସନ, ୪ ଅଫିସରଙ୍କୁ ଚାକିରିରୁ ବହିଷ୍କାର କଲେ ରାଜ୍ୟ ସରକାର

ଭୁବନେଶ୍ୱର (କେନ୍ୟୁଜ): ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ୧୪ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ । ୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି । ସେହିପିର ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଓ ୬ ଜଣଙ୍କ ପେନସନ ସ୍ଥାୟୀଭାବେ…