ଦୁର୍ନୀତିରେ ଲିପ୍ତ ଅଧିକାରୀଙ୍କୁ ଆଦୌ ଛଡ଼ା ଯିବ ନାହିଁ : ମୁଖ୍ୟମନ୍ତ୍ରୀ
ଦୁର୍ନୀତିରେ ଲିପ୍ତ ଅଧିକାରୀଙ୍କୁ ଆଦୌ ଛଡ଼ା ଯିବ ନାହିଁ । ଦୁର୍ନୀତିକୁ ନେଇ ଶୂନ୍ୟ ସହନଶୀଳତା ନୀତି ଉପରେ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁର୍ନୀତି ନିବାରଣ ସପ୍ତାହର ଉଦଘାଟନ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ।
ଗତ ୪ ମାସରେ ୬…