Below header
Browsing Tag

couple hanging body

ସ୍କୁଲ୍ ବାରଣ୍ଡାରେ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର

କଟକ(କେନ୍ୟୁଜ): ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। କଟକ ସଦର ଥାନା ଅନ୍ତର୍ଗତ ଶଙ୍ଖତ୍ରାସ ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ବାରଣ୍ଡାରେ ଯୁବକ ଯୁବତୀଙ୍କ ମୃତଦେହକୁ ଉଦ୍ଧାର କରି କଟକ ସଦର ପୋଲିସ ତଦନ୍ତ ଜାରି ରଖିଛି। ମୃତଦେହକୁ ଉଦ୍ଧାର କରି କଟକ SCB ମେଡିକାଲକୁ ବ୍ୟବଚ୍ଛେଦ…

ପ୍ରେମକୁ ମିଳିଲାନି ସ୍ୱୀକୃତି! ଗଛରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା ପ୍ରେମୀଯୁଗଳଙ୍କ ମୃତଦେହ

ଭଞ୍ଜନଗର(କେନ୍ୟୁଜ୍): ଗଛରୁ ଝୁଲନ୍ତା ଅବସ୍ଥାରେ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ଢିମିରିଝୋଳି ଗ୍ରାମ ନିକଟ ପଥରଗଣ୍ଡ ଜଙ୍ଗଲରେ । ଜଙ୍ଗଲରେ ଥିବା ଏକ ଆମ୍ବ ଗଛରୁ ଝୁଲନ୍ତା ଅବସ୍ଥାରେ ପ୍ରେମୀଯୁଗଳଙ୍କ ମୃତଦେହ…

ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କଲା ବିଂଝାରପୁର ପୋଲିସ୍

ଯାଜପୁର ଟାଉନ(କେନ୍ଯୁଜ୍): ଝୁଲନ୍ତା ଅବସ୍ଥାରେ ଦମ୍ପତିଙ୍କ ମୃତଦେହ ଉଦ୍ଧାର l ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜ଼ିଲ୍ଲା ବିଂଝାରପୁର ଥାନା ଅନ୍ତର୍ଗତ ଉତ୍ତରକୁଳ ପଞ୍ଚୟତ ସୁନ୍ଦରପୁର ଗାଁରେ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିଲାବେଳେ ମୃତ ଦମ୍ପତି ହେଲେ ଦୀପକ କୁମାର ନାଥ ଏବଂ ଅନିତା ନାଥ…