Browsing Tag

covid

୪୮ ଘଣ୍ଟାରେ ପୁଣି କରୋନା ନେଲା ୩ ଜୀବନ, ଜାଣନ୍ତୁ କ’ଣ କହିଲା ସ୍ବାସ୍ଥ୍ୟ ବିଭାଗ

ମଧ୍ୟପ୍ରଦେଶ : ପୁଣି କରୋନାରେ ଗଲା ଆଉ ୩ ଜୀବନ । ମଧ୍ୟପ୍ରଦେଶ ଇନ୍ଦୋରରେ ୪୮ ଘଣ୍ଟା ମଧ୍ୟରେ ଭାଇରସର ସଂକ୍ରମଣ ବୃଦ୍ଧି ପାଇଛି । ଯାହା ପରେ ସ୍ବାସ୍ଥ୍ୟ ବିଭାଗ ସତର୍କ ହୋଇଯାଇଛି । ସୂଚନାନୁଯାୟୀ, ସ୍ୱାସ୍ଥ୍ୟ ବିଭାଗର ମୁଖ୍ୟ ଚିକିତ୍ସା ଏବଂ ସ୍ୱାସ୍ଥ୍ୟ ଅଧିକାରୀ (CMHO)ଡ଼ାକ୍ତର ମାଧବ…

କୋଭିଡ୍ ଟିକା ହାର୍ଟ ଆଟାକର କାରଣ ନୁହେଁ, ସ୍ପଷ୍ଟ କରିଛି ICMR ଏବଂ AIIMS

କୋଭିଡ୍ ଟିକା ହାର୍ଟଆଟାକର କାରଣ ନୁହେଁ ବୋଲି ସ୍ପଷ୍ଟ କରିଛି ICMR ଏବଂ AIIMS । ୪୦ ଦିନରେ ୨୨ ଜଣଙ୍କ ହୃଦଘାତରେ ଜୀବନ ଯାଇଥିଲା । ଯାହା କୋଭିଡ ଟିକାର ପ୍ରଭାବ ବୋଲି ଅଭିଯୋଗ ଅଣାଯାଇଛି । ଯାହାକୁ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ।…

ଦିନକୁ ଦିନ ବୃଦ୍ଧି ପାଉଛି କରୋନା, ଆଜି ସୁଦ୍ଧା ୬୪୯୧ ଆକ୍ରାନ୍ତ ଚିହ୍ନଟ

ଦେଶରେ ବୃଦ୍ଧି ପାଉଛି କୋଭିଡ୍ ସଂକ୍ରମଣ । ଆକ୍ଟିଭ କେସ୍ ୬୪୯୧ । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ମୁତାବକ ଆଜି ସୁଦ୍ଧା ୬୪୯୧ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଛି । ଗତ ୨୪ ଘଣ୍ଟରେ ୩୫୮ଟି ନୂଆ ମାମଲା ଚିହ୍ନଟ ହୋଇଛି । ଆଜି କୌଣସି ମୃତ୍ୟୁଜନିତ ଖବର ଆସିନାହିଁ । ସବୁଠାରୁ ଅଧିକ…

ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି, କଟକରେ ୨୨ ଆକ୍ରାନ୍ତ ଚିହ୍ନଟ

କଟକ : ରାଜ୍ୟରେ ଆଉ ୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି । ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର ଗଣମାଧ୍ୟମକୁ ଏ ନେଇ ସୂଚନା ଦେଇଛନ୍ତି । ସେମାନଙ୍କ ମଧ୍ୟରୁ କଟକରେ କେବଳ ୨୨ ଜଣ ଆକ୍ରାନ୍ତ ଚିହ୍ନଟ କରାଯାଇଛି ।…

ବଢୁଛି କୋଭିଡ ସଂକ୍ରମଣ: ରାଜ୍ୟରେ ୩୮ଟି ପଜିଟିଭ ଚିହ୍ନଟ, ଲକ୍ଷଣ ଥିଲେ ରଥଯାତ୍ରାକୁ ନଆସିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ବଢୁଛି କୋଭିଡ ସଂକ୍ରମଣ । ରାଜ୍ୟରେ ଏଯାଏ ୩୮ଟି କୋଭିଡ କେସ ଚିହ୍ନଟ । ୭୫୫ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ସେଥିରୁ ୩୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯ଜଣ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି । ଅନ୍ୟ ମାନେ ଘରେ ଆଇସୋଲେସନରେ ଥିବା ଜଣାପଡ଼ିଛି ।…

କୋଭିଡ ସ୍ଥିତିରେ ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ନିର୍ଦ୍ଦେଶାବଳି, ଲକ୍ଷଣ ଥିଲେ ଆସନ୍ତୁ ନାହିଁ

ଭୁବନେଶ୍ୱର : କୋଭିଡ ସ୍ଥିତିରେ ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ନିର୍ଦ୍ଦେଶାବଳି। ରଥଯାତ୍ରା ପାଇଁ କୋଭିଡ ଭଳି ଲକ୍ଷଣ ଥିଲେ ରଥଯାତ୍ରା ଦେଖିବାକୁ ଯିବାକୁ ବାରଣ କଲା ସ୍ୱାସ୍ଥ୍ୟ ବିଭାଗ । ଥଣ୍ଡା ଲକ୍ଷଣ ଥିବା ବ୍ୟକ୍ତି, ବୟୋବୃଦ୍ଧ ବ୍ୟକ୍ତି ଓ କୋମରବିଡ଼ିଟି ବା ଗୁରୁତର ରୋଗ…

ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୩୦, ସକ୍ରିୟ ୨୩

ଭୁବନେଶ୍ୱର : ରାଜ୍ୟରେ ଗତକାଲି ସୁଦ୍ଧା କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୩୦ରେ ପହଁଚିଛି । ଏବେ ୨୩ଟି କେଶ ସକ୍ରିୟ ଥିବାବେଳେ ୭ଜଣ କୋଭିଡ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ଆକ୍ରାନ୍ତ ଘରେ ରହି ଚିକିତ୍ସତ ହେଉଛନ୍ତି । କୋଭିଡ ନେଇ କେନ୍ଦ୍ର ସହ ଆଲୋଚନା ହୋଇଛି । କେନ୍ଦ୍ର ପକ୍ଷରୁ କଣ…

ଉପରମୁହାଁ କରୋନା ଗ୍ରାଫ୍, ୫ ହଜାର ଟପିଲା ଆକ୍ଟିଭ କେସ୍

ଉପରମୁହାଁ କରୋନା ଗ୍ରାଫ୍ । ବଢ଼ୁଛି କୋଭିଡ ସଂକ୍ରମଣ। ୫ ହଜାର ଟପିଲା ଆକ୍ଟିଭ କେସ୍। ୫ ହଜାର ୩୬୪ରେ ପହଞ୍ଚିଛି ଆକ୍ଟିଭ କେସ୍। ସୁସ୍ଥ ହୋଇ ଫେରିଛନ୍ତି ୪ ହଜାର ୭୨୪ ଜଣ। ଗତ ୨୪ ଘଣ୍ଟାରେ ଦେଶରେ ୪୯୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ ୮ ଜଣଙ୍କ ମୃତ୍ୟୁ…

ରାଜ୍ୟରେ ବଢୁଛି ରୋଗୀଙ୍କ ସଂଖ୍ୟା : ରଥଯାତ୍ରା ପାଇଁ କୋଭିଡ ସମୀକ୍ଷା ବୈଠକ , ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ…

ଭୁବନେଶ୍ୱର : ରାଜ୍ୟରେ ବଢୁଥିବା କୋଭିଡ ରୋଗୀଙ୍କ ସଂଖ୍ୟାକୁ ଦେଖି ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗର ଚିନ୍ତା ବଢିଛି । ତେଣୁ ଆସନ୍ତାକାଲି କିମ୍ବା ଦୁଇଦିନ ମଧ୍ୟରେ ହେବ ସମୀକ୍ଷା ବୈଠକ । ସମୀକ୍ଷା ପରେ ରଥଯାତ୍ରା ନେଇ ନିଆ ଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ରାଜ୍ୟ ଅଥରିଟିଙ୍କ…

ଉପରମୁହାଁ ହେଲାଣି କରୋନା ଗ୍ରାଫ୍ : ପୁଣି ଫେରିବ ମାସ୍କ, ଷ୍ଟାଣ୍ଡର୍ଡ ପ୍ରୋଟୋକୋଲ ମାନିବାକୁ ସ୍ୱାସ୍ଥ୍ୟ ବିଭାଗର…

ଭୁବନେଶ୍ୱର : ଉପରମୁହାଁ ହେଲାଣି କରୋନା ଗ୍ରାଫ୍। ବଢୁଛି ସଂକ୍ରମିତଙ୍କ ସଂଖ୍ୟା । ଦେଶରେ ୪ ହଜାର ମୁହାଁ କରୋନା କେସ । ପୁଣି ଫେରିବ ମାସ୍କ । ଏବେ ୩ହଜାର ୯୬୧ ରହିଛି କରୋନା ଆକ୍ସିଭ କେସ। ଗତ ୨୪ ଘଣ୍ଟାରେ କୋଭିଡରେ ଆଉ ୪ ଜଣଙ୍କ ମୃତ୍ୟୁ ହୋଇଛି। ଚଳିତ ବର୍ଷ ଦେଶରେ କୋଭିଡ ମୃତ୍ୟୁସଂଖ୍ୟା…

ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି, ଭୟଭୀତ ନ ହେବାକୁ କହିଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର : ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି । ଗତକାଲି ରାଜ୍ୟରେ କୋଭିଡ ପଜିଟିଭଙ୍କ ସଂଖ୍ୟା ୫ ରହିଥିଲା । ଏବେ ଆଉ ଦୁଇ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୭ ଛୁଇଁଛି । ଏହା କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ସଚିବ…

ଦେଶରେ ଦ୍ରୁତ ଗତିରେ ବଢ଼ୁଛି କରୋନା : ୧୨୦୦ ଅତିକ୍ରମ କଲା ଆକ୍ରାନ୍ତଙ୍କ ସଂଖ୍ୟା

ଦେଶରେ ପୁଣି ଥରେ କରୋନା ମାମଲା କୋଭିଡ-୧୯ ବୃଦ୍ଧି ପାଇବାରେ ଲାଗିଛି  ।  ଦେଶରେ କୋଭିଡ-୧୯ର ସକ୍ରିୟ ମାମଲା ସଂଖ୍ୟା ୧୨୦୦ ରୁ ଅଧିକ ପହଞ୍ଚିଛି ।  କେରଳରେ ସର୍ବାଧିକ ମାମଲା ପଞ୍ଜିକୃତ ହୋଇଛି ।  ରାଜ୍ୟରେ ୪୩୦ ଜଣ କରୋନା ରୋଗୀ ଏବଂ ମହାରାଷ୍ଟ୍ରରେ ୨୦୮ ଜଣ ଦିଲ୍ଲୀ ଏବଂ କର୍ଣ୍ଣାଟକରେ ମଧ୍ୟ…