କରୋନାରେ ସଂକ୍ରମିତ ଅକ୍ଷୟ କୁମାର, କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଯୋଗଦେବେ ନାହିଁ; ଟ୍ୱିଟ କରି ଦେଲେ ସୂଚନା
ବଲିଉଡ ଆକ୍ଟର ଅକ୍ଷୟ କୁମାର କରୋନା ସଂକ୍ରମିତ ହୋଇଛନ୍ତି। ଅଭିନେତା ନିଜେ ନିଜ ଟ୍ୱିଟର ହ୍ୟାଣ୍ଡେଲ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ନିକଟରେ ହେବାକୁ ଥିବା କାନ୍ସ ଫିଲ୍ମ ଫେଷ୍ଟିଭାଲରେ ସେ ଯୋଗ ଦେଇଥାନ୍ତେ । ଏବେ ସେ ଆଉ ନଯାଇ ପାରନ୍ତି । ସେ ଏ ଆର୍ ରହମାନ, ଶେଖର କପୁର, ପୂଜା ହଗଡେ ଏବଂ…