Browsing Tag

covid-19 update in odisha

ଆଜି ରାଜ୍ଯରେ ୩୩୪ କରୋନା ପଜିଟିଭ୍ ଚିହ୍ନଟ, ଗଲା ୪ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ଯରେ ଆଜି ୩୩୪ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୧୯୪, ଏବଂ ଲୋକାଲ୍ କେସରୁ ୧୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୮ହଜାର ୨୦୧ କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି…