ଆଜି ରାଜ୍ଯରେ ୧୪୩ କରେୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୪୩ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୮୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ହଜାର ୮୬୬କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି…