ରାଜ୍ୟରେ ଆଜି ପୁଣି ୫ କୋଭିଡ ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୦କୁ ବୃଦ୍ଧି
ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ କାୟା ମେଲାଉଛି କରୋନା । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି । ରାଜ୍ୟରେ ଆଜି ପୁଣି ୫ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫ ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି । ରାଜ୍ୟରେ…