Browsing Tag

covid review

ବୟସ୍କ ଓ ସମ୍ମୁଖ ଯୋଦ୍ଧାଙ୍କୁ ତୁରନ୍ତ ଦିଅ ବୁଷ୍ଟର ଡୋଜ୍‌, କୋଭିଡ ସମୀକ୍ଷାରେ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟରେ କୋଭିଡ୍‌ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ବୟସ୍କ ଓ ସମ୍ମୁଖ ଯୋଦ୍ଧାଙ୍କୁ ବୁଷ୍ଟର ଡୋଜ୍‌ ଦିଆଯିବା ଉପରେ ଗୁରୁତ୍ୱ ଦେଇଛନ୍ତି ।…

ଆଜି ସବୁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ,କୋଭିଡ ସ୍ଥିତିର କରିବେ ସମୀକ୍ଷା

କେନ୍ୟୁଜ୍(ବ୍ୟୁରୋ): କୋଭିଡ ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ସମୀକ୍ଷା ବୈଠକ କରିବେ ମୋଦି। ଆଜି ଅପରାହ୍‌ଣ ସାଢେ ୪ଟାରେ ଭର୍ଚୁଆଲ ମୋଡରେ ସମୀକ୍ଷା କରିବେ । ଦେଶରେ କୋଭିଡ ସ୍ଥିତି, ଡାକ୍ତରଖାନା ଭିତ୍ତିଭୂମି, ସଂକ୍ରମଣ ବୃଦ୍ଧି…

ପୁରୀରେ କୋଭିଡ ସ୍ଥିତି ସମୀକ୍ଷା କଲା ସେଣ୍ଟ୍ରାଲ ଟିମ୍‌, ସିଡିଏମ୍‌ଓଙ୍କ ସହ ଆଲୋଚନା

ପୁରୀ(କେନ୍ୟୁଜ): ପୁରୀରେ କୋଭିଡ ସ୍ଥିତି ସମୀକ୍ଷା କରିଛନ୍ତି ଦୁଇ ଜଣିଆ ସେଣ୍ଟ୍ରାଲ ଟିମ୍। ପୁରୀ ସିଡିଏମ୍‌ଓଙ୍କ ସହ ଜିଲ୍ଲାର କୋଭିଡ ପରିଚାଳନା ନେଇ ବିଚାର ବିମର୍ଶ କରିଥିବା ବେଳେ ଟିମ୍ କଣ୍ଟ୍ରୋଲ ରୁମ୍‌ ଓ କୋଭିଡ ମେଡିକାଲ ପରିଦର୍ଶନ କରିଛନ୍ତି । ବିଶେଷତଃ କୋଭିଡ ସଂକ୍ରମଣ ଚିହ୍ନଟ ଓ…

ରାଜ୍ୟରେ ଉଦ୍‌ବେଗଜନକ ସ୍ଥିତିରେ କରୋନା ସଂକ୍ରମଣ: ଆଜି ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଉଦ୍‌ବେଗଜନକ ସ୍ଥିତି ଆଡକୁ ଗତି କରୁଛି କରୋନା ସଂକ୍ରମଣ । ଆଜି ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସବୁ ଜିଲ୍ଲାପାଳ, ଏସ୍‌ପିଙ୍କ ସହ ଭିଡିଓ କନ୍‌ଫରେନ୍‌ସିଂରେ ଆଲୋଚନା କରିବେ । ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ଓ ସଚିବମାନେ ଉପସ୍ଥିତ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୋଭିଡ ସମୀକ୍ଷା:କୋଭିଡ ଯୋଦ୍ଧାମାନଙ୍କ ନିଷ୍ଠାକୁ କଲେ ଉଚ୍ଚପ୍ରଶଂସା

କେନ୍ୟୁଜ୍(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନା ସମ୍ପର୍କରେ ସମୀକ୍ଷା କରିଥିଲେ। ଗତ ୮ ମାସ ଧରି କୋଭିଡ ବିରୁଦ୍ଧରେ ଚାଲିଥିବା ଏହି ଲଢେଇରେ କାମ କରିଚାଲିଥିବା କୋଭିଡ ଯୋଦ୍ଧା ମାନଙ୍କ ନିଷ୍ଠାର ଉଚ୍ଚପ୍ରଶଂସା କରିବା ସହିତ…

ଆଜି ସବୁଠୁ ଖରାପ ସ୍ଥିତି ଥିବା ୭ଟି ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଆଜି ୭ଟି ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସବୁଠୁ ଖରାପ ସ୍ଥିତିରେ ଥିବା ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ । ଏହି ୭ଟି ରାଜ୍ୟ ହେଉଛି ମହାରାଷ୍ଟ୍ର, ଆନ୍ଧ୍ର ପ୍ରଦେଶ, କର୍ଣ୍ଣାଟକ, ଉତ୍ତର ପ୍ରଦେଶ, ତାମିଲନାଡ଼ୁ, ଦିଲ୍ଲୀ…