ଜାନୁଆରୀ ୩ରୁ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କୁ ଦିଆଯିବ କୋଭିଡ୍ ଟିକା, ଆଜିଠୁୁ କୋ-ଓ୍ଵିନ୍ ଆପ୍ରେ ପଞ୍ଜିକରଣ
ଭୁବନେଶ୍ବର(କେନ୍ଯୁଜ୍): ଜାନୁଆରୀ ୩ରୁ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କୁ ଦିଆଯିବ କୋଭିଡ୍ ଟିକା । ଏଥିପାଇଁ ଆଜିଠୁୁ କୋ-ଓ୍ଵିନ୍ ଆପ୍ରେ ପଞ୍ଜିକରଣ କରିହେବ । ଦଶମ ଶ୍ରେଣୀର ପରିଚୟ ପତ୍ରକୁ ଏକ ବିକଳ୍ପ ଭାବେ ବ୍ୟବହାର କରାଯାଇପାରିବ ।
ଯେଉଁ ଛାତ୍ରଛାତ୍ରୀଙ୍କ ଆଧାର ଏବଂ ଅନ୍ୟ ପରିଚୟ…