ଉଚ୍ଚସ୍ତରୀୟ ବୈଠକରେ କୋଭିଡ୍ ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମାସ୍କ ପିନ୍ଧିବାକୁ କଲେ ଅପିଲ
ନୂଆଦିଲ୍ଲୀ : ଚୀନ ଓ ଅନ୍ୟ କେତେକ ଦେଶରେ କରୋନା ସଂକ୍ରମଣର ଭୟାବହ ସ୍ଥିତି ଦେଖିବା ପରେ ଉଚ୍ଚସ୍ତରୀୟ ବୈଠକରେ କୋଭିଡ୍ ସ୍ଥିତି ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜନଗହଳିପୂର୍ଣ୍ଣ ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବାକୁ ଅପିଲ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହାସହ…