ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୪୩ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୫ ଆକ୍ରାନ୍ତ
ଭୁବନେଶ୍ୱର(କେନ୍ୟୁଜ୍) : ରାଜ୍ୟରେ ୧ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦୪୩ ପଜିଟିଭ୍ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୨୦୫ ଓ ସୁନ୍ଦରଗଡ଼ରୁ ୧୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
୧୮ ବର୍ଷରୁ କମ…