ଦୀପାବଳିରେ ବାଣ ବିକ୍ରି ହେବ ନା ନାହିଁ? ଏନେଇ ସରକାରଙ୍କ ଉପରେ ନିଷ୍ପତ୍ତି ଛାଡ଼ିଲେ ହାଇକୋର୍ଟ
ଭୁବନେଶ୍ୱର (କେନ୍ୟୁଜ): ଦୀପାବଳିରେ ବାଣ ବିକ୍ରି ହେବ ନା ନାହିଁ? ବାଣ ଫୁଟାଇବାକୁ ଅନୁମତି ମିଳିବ କି ନାହିଁ ? ରାଜ୍ୟ ସରକାରଙ୍କ ଉପରେ ନିଷ୍ପତ୍ତି ଛାଡ଼ିଲେ ହାଇକୋର୍ଟ। ସ୍ୱତନ୍ତ୍ର ରିଲିଫ୍ କମିଶନର ଏନେଇ ନେବେ ନିଷ୍ପତ୍ତି । ଆଜି ପୂର୍ବାହ୍ଣରେ ଶୁଣାଣି କରିବେ ଏସ୍ଆରସି । ହାଇକୋର୍ଟରେ…