ସତ୍ୟନଗର ଶ୍ମଶାନରେ ଉତ୍ତମ ମହାନ୍ତିଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ପ୍ରଦାନ, ଶ୍ମଶାନ ବାହାରେ ସମର୍ଥକଙ୍କ ପ୍ରବଳ ଗହଳି
ଭୁବନେଶ୍ୱର : ଆରପାରିରେ ପ୍ରସିଦ୍ଧ ଅଭିନେତା ଉତ୍ତମ ମହାନ୍ତି । ଶୋକସନ୍ତପ୍ତ ପରିବାର, ପ୍ରଶଂସକ ଉତ୍ତମଙ୍କୁ ଶେଷ ବିଦାୟ ଦେଇଛନ୍ତି । ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ଉତ୍ତମ ମହାନ୍ତିଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ପ୍ରଦାନ କରାଯାଇ ଥିଲା । ଶ୍ମଶାନ ବାହାରେ ସମର୍ଥକଙ୍କ ପ୍ରବଳ ଗହଳି…