ପାରୀଦୀପ ବନ୍ଦରରେ ଅଘଟଣ: ଜାହାଜରୁ ଖସିପଡିଲେ ୨ ଜଣ କ୍ରିୟୁ ସଦସ୍ୟ
ପାରୀଦୀପ : ପାରୀଦୀପ ବନ୍ଦରରେ ଅଘଟଣ । ଜାହାଜରୁ ଖସିପଡିଲେ ୨ ଜଣ କ୍ରିୟୁ ସଦସ୍ୟ । ଜଣେ ସଦସ୍ୟଙ୍କୁ ଉଦ୍ଧାର କରାଯାଇଛି, ଅନ୍ୟ ଜଣେ ନିଖୋଜ । ବନ୍ଦରର ୫ ନମ୍ବର ଗେଟ୍ ନିକଟରେ ଥିବା ପିଆଇସିଟି ବର୍ଥରେ ଅଘଟଣ ଘଟିଛି । ଉଦ୍ଧାର କାର୍ଯ୍ୟରେ CISF, ମେରାଇନ ପୋଲିସ, ସ୍କୁବା ଡ୍ରାଇଭର ଓ…