ଜଳେଶ୍ୱରର ଦୁର୍ଦ୍ଦାନ୍ତ ଅପରାଧୀ ରତନ ଦାସକୁ ନିର୍ମମ ହତ୍ୟା
ଜଳେଶ୍ୱର: ଦୁର୍ଦ୍ଦାନ୍ତ ଅପରାଧୀ ରତନକୁ ହତ୍ୟା । ଜଳେଶ୍ୱରର ଦୁର୍ଦ୍ଦାନ୍ତ ଅପରାଧୀ ରତନ ଦାସ ଓରଫ ଜଗାକୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ନେଇ ଖବର ସାମ୍ନାକୁ ଆସିଛି । ବାଲେଶ୍ୱର ଜିଲ୍ଲା କମର୍ଦ୍ଦା କୁରୁଣ୍ଟିଆପଦା ନିକଟରେ ହତ୍ୟାକାଣ୍ଡ ଘଟିଛି ।
କେହି ଦୁର୍ବୁତ୍ତ ଅତି ନିର୍ମମ ଭାବେ…