UPSC ରେ ଆସିଷ୍ଟାଣ୍ଟ ମାଇନିଂ ଇଞ୍ଜିନିୟର ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ
UPSC ରେ ଆସିଷ୍ଟାଣ୍ଟ ମାଇନିଂ ଇଂଜିନିୟର ପଦବୀରେ ଭର୍ତ୍ତି ପାଇଁ ଆବେଦନ ଗ୍ରହଣ କରୁଛି । ଇଚ୍ଛୁକ ପ୍ରାର୍ଥୀ ଆବେଦନ କରିପାରିବେ । ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ସାଇଟ upsc.gov.in କୁ ଯାଇ ଆବେଦନ କରିପାରିବେ ।
ପଦବୀ ବିବରଣୀ :୭
ଜରୁରୀ ତାରିଖ : ଆବେଦନ କରିବାର ଶେଷ ତାରିଖ ୩୦ ମଇ ରହିଛି ।
ଶିକ୍ଷାଗତ ଯୋଗ୍ୟତା : ଇଚ୍ଛୁକ ପ୍ରାର୍ଥୀ କୌଣସି ମାନ୍ୟତାପ୍ରାପ୍ତ ବିଶ୍ୱବିଦ୍ୟାଳୟ କିମ୍ବା ସଂସ୍ଥାରୁ ମାଇନିଂ…
Read More...