ବାତ୍ୟା ପରେ ପ୍ରାଥମିକ ରିପୋର୍ଟ; ସର୍ବାଧିକ କ୍ଷତି ରାଜକନିକା, ଆଳି ଓ ମହାକାଳପଡ଼ାରେ ହୋଇଛି
ଭୁବନେଶ୍ଵର: ବାତ୍ୟା ଛଡାଇନେଲା ବର୍ଷକର ଦାନା ପାଣି । ବାତ୍ୟା ପରେ ପ୍ରାଥମିକ ରିପୋର୍ଟ ଅନୁଯାୟୀ ୧ ଲକ୍ଷ ୭୫ହଜାର ଏକର ଫସଲ କ୍ଷୟକ୍ଷତି ହୋଇଛି। କେନ୍ଦ୍ରାପଡ଼ାରେ ୨୩ ହଜାର, ଭଦ୍ରକରେ ୨୪ ହଜାର ୧୧୫ ହେକ୍ଟର, ବାଲେଶ୍ବରରେ ୩୧୪୦ ହେକ୍ଟର , ମୟୂରଭଞ୍ଜରେ ୨୩୮୧ , ଯାଜପୁରରେ ୨୭୦୯ ହେକ୍ଟର ଓ…