ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୫ ମୁକୁଟ ପିନ୍ଧିଲେ ମନିକା ବିଶ୍ୱକର୍ମା, ମିସ୍ ୟୁନିଭର୍ସ ପ୍ରତିଯୋଗୀତାରେ ଭାରତକୁ କରିବେ…
ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୫ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ମନିକା ବିଶ୍ୱକର୍ମା ବିଜୟୀ ହୋଇ ସୌନ୍ଦର୍ଯ୍ୟ ପ୍ରତିଯୋଗିତାର ମୁକୁଟ ପିନ୍ଧିଥିଲେ । ପୂର୍ବରୁ ୨୦୨୪ ରେ ମନିକାଙ୍କୁ ମିସ୍ ୟୁନିଭର୍ସ ରାଜସ୍ଥାନ ପାଇଁ ଚୟନ କରାଯାଇଥିଲା । ବର୍ତ୍ତମାନ ମିସ୍ ୟୁନିଭର୍ସ…