CRPF ରେ ବମ୍ପର ପଦବୀ ଖାଲି, ୧୦ମ ପାସ୍ ପ୍ରାର୍ଥୀ କରିପାରିବେ ଆବେଦନ
କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆରପିଏଫ)ରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହି ଭର୍ତ୍ତି ପାଇଁ ଇଚ୍ଛୁକ ଥିବା ପ୍ରାର୍ଥୀ ଅଫିସିଆଲ ସାଇଟ rect.crpf.gov.in କୁ ଯାଇ ଆବେଦନ କରିପାରିବେ । ଆବେଦନ ପ୍ରକ୍ରିୟା ଆସନ୍ତାକାଲିରୁ ଆରମ୍ଭ ହୋଇ ଫେବୃଆରୀ ୧୫ ପର୍ଯ୍ୟନ୍ତ ଚାଲିବ ।…