Browsing Tag

CTM SUGUNA

ଅବସରପ୍ରାପ୍ତ ଆଇଏଏସ ଅଫିସର ସିଟିଏମ ସୁଗୁଣା ହେଲେ ଭାରତୀୟ ରେଡକ୍ରସ ସୋସାଇଟି ଓଡ଼ିଶା ଶାଖାର ଅବୈତନିକ ସମ୍ପାଦକ

କେନ୍ୟୁଜ୍: ଅବସରପ୍ରାପ୍ତ ଆଇଏଏସ ଅଫିସର ସିଟିଏମ ସୁଗୁଣା ଭାରତୀୟ ରେଡକ୍ରସ ସୋସାଇଟି ଓଡ଼ିଶା ଶାଖାର ଅବୈତନିକ ସମ୍ପାଦକ ନିଯୁକ୍ତ ହୋଇଛନ୍ତି । ୨ ବର୍ଷ ପାଇଁ ସେ ଏହି ପଦରେ ରହିବେ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସୁଗୁଣାଙ୍କୁ ନୂଆ ନିଯୁକ୍ତି ଦେଇଛନ୍ତି । ଏନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି…