ବଢିଲା ସୁନାଦର, ୨୪ ଘଣ୍ଟାରେ ୨୭୦ ଟଙ୍କା ବୃଦ୍ଧି
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୬୯ ହଜାର ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ଗ୍ରାମ ପିଛା ୬୩ ହଜାର ୬୩,୨୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୩,୨୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୬୯,୦୦୦ ହୋଇଛି ।…