Odisha News
Browsing Tag

custody death

ପଟ୍ଟାମୁଣ୍ଡାଇ ଥାନାରେ ଗତ ମାସରେ ହୋଇଥିବା ହାଜତ ମୃତ୍ୟୁ ଘଟଣାର ନୂଆ ମୋଡ, ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍

ପଟ୍ଟାମୁଣ୍ଡାଇ(କେନ୍ୟୁଜ୍): କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନାରେ ଗତ ୧୮ ତାରିଖରେ ହୋଇଥିବା ହାଜତ ମୃତ୍ୟୁ ଘଟଣାର ନୂଆ ମୋଡ । ଏନେଇ ଏକ ସିସିଟିଭି ଭିଜୁଆଲ ସାମ୍ନାକୁ ଆସିଛି । ପୋଲିସ ମାଡ଼ରେ ନୁହଁ ସ୍ୱାସ୍ଥ୍ୟଗତ କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଥାନାରେ ବସିଥିବା…