Browsing Tag

cuttack car accident

କଟକ ମଙ୍ଗୁଳି ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଜଣେ ମୃତ ଓ ଦୁଇ ଆହତ

କଟକ(କେନ୍ୟୁଜ୍):ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। କଟକ ମଙ୍ଗୁଳି ଛକ ୧୬ ନମ୍ବର ଜାତୀୟ ରାଜପଥ ପେଟ୍ରୋଲ ପମ୍ପ ସମ୍ମୁଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ମୃତ ଯୁବକଙ୍କ ଟାଙ୍ଗୀ ପୋଲିସ ଉଦ୍ଧାର କରି କଟକ…