କଟକ ସହରରେ ଆଜି ଆଉ ୨୨ କରୋନା ଆକ୍ରାନ୍ତ ଚିହ୍ନଟ
କଟକ(କେନ୍ୟୁଜ୍): କଟକ ସହରରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସହରରେ ଆଜି ଆଉ ୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୫ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଦେୱାନ ବଜାରରୁ ୨, ଶିଖରପୁରରୁ ୧,…