କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତୀୟ କ୍ରୀଡା ଦିବସ ପାଳନ, ଆୟୋଜିତ ହୋଇଛି ବିଶାଳ ଶୋଭାଯାତ୍ରା
କଟକ: କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳନ କରାଯାଇଛି ଜାତୀୟ କ୍ରୀଡା ଦିବସ । ଏହି ଅବସରରେ ଆଜି ସକାଳୁ ସକାଳୁ ଏକ ମେଗା ରାଲିର ଆୟୋଜନ କରିଥିଲା ଜିଲ୍ଲା ପ୍ରଶାସନ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶା ଅଲମ୍ପିକ୍ ଆସୋସିଏସନ୍ ର ସାଧାରଣ ସମ୍ପାଦକ ଯୋଗ ଦେଇଥିଲେ ।
ଜବାହରଲାଲ…