କଟକ ଦୁର୍ଗାପୂଜା ପାଇଁ ମୁତୟନ ହେବେ ୧୨୨ ପ୍ଲାଟୁନ ଫୋର୍ସ, ରହିବ ୩୯ ଟି ଏଡ୍ ପୋଷ୍ଟ
କଟକ : କଟକ ଦୁର୍ଗାପୂଜା ପାଇଁ ମୁତୟନ ହେବେ୧୨୨ ପ୍ଲାଟୁନ ଫୋର୍ସ । ୨ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମଧ୍ୟ ସୁରକ୍ଷା ପାଇଁ ମୁତୟନ ରହିବେ । ପୂଜା ପାଇଁ ସହରରେ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି । ମହିଳା ଓ ଶିଶୁଙ୍କ ସୁରକ୍ଷା ଉପରେ ବିଶେଷ ଧ୍ୟାନ ରହିବ । ସୁରକ୍ଷା ପାଇଁ CCTV ଓ…