Browsing Tag

cuttack high court

ରାଜ୍ୟରେ ଦୁଇଟି ଉପ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ହାଇକୋର୍ଟରେ ଶୁଣାଣି ଶେଷ, ରାୟ ସଂରକ୍ଷିତ

ଭୁବନେଶ୍ୱର : ରାଜ୍ୟରେ ଦୁଇ ଦୁଇଟି ଉପ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ହାଇକୋର୍ଟରେ ମାମଲା ।  ସମ୍ବିଧାନରେ ଏଭଳି ବ୍ୟବସ୍ଥା ନଥିବା ଦର୍ଶାଇ ଏହି ମାମଲା ।  ଏହାଦ୍ବାରା ରାଜ୍ୟ ରାଜକୋଷରୁ ଅର୍ଥ ଅପଚୟ ହେଉଥିବା ଅଭିଯୋଗ ।  ମୁଖ୍ୟମନ୍ତ୍ରୀ ଓ ଅନ୍ୟାନ୍ୟ ମନ୍ତ୍ରୀମଣ୍ଡଳ ବ୍ୟବସ୍ଥା ରହିଛି । …

High Court : SHGଙ୍କ ପାଇଁ ଖୋଲିଲା ଧାନ କ୍ରୟ ବାଟ, ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

କଟକ :  ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ଧାନ ସଂଗ୍ରହକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ ।  ଯେଉଁ ଏସଏଚଜି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଏବଂ ଧାନ କ୍ରୟ ପାଇଁ ଆବଶ୍ୟକ ଭିତ୍ତିଭୂମି ସହ ପୂର୍ବ ଅଭିଜ୍ଞତା ରହିଛି, ସେମାନଙ୍କୁ ଚାଷୀ ପଞ୍ଜୀକରଣ ଓ…

ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହାଜକୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ

କଟକ: ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହାଜକୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ ।  ଏକ ସାମୁଦ୍ରିକ ବିବାଦ ମାମଲାର ଶୁଣାଣି କରି ହାଇକୋର୍ଟଙ୍କ ବିଚାରପତି ଜଷ୍ଟିସ ମୁରାହରି ଶ୍ରୀରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି ।  ଜଲଧି ଓଭରସିଜ ପିଟିଇ…

ଶିକ୍ଷକ ବଦଳି ମାମଲାରେ ରାଜ୍ୟ ସରକାରଙ୍କୁ ଝଟକା, ହାଇକୋର୍ଟ ଖାରଜ କଲେ ଚିଠି

କଟକ: ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଝଟକା । ରାଜ୍ୟ ସରକାର କରିଥିବା ଚିଠିକୁ ଖାରଜ କଲେ ହାଇକୋର୍ଟ । ୧୫ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ବଦଳି ପାଇଁ ସାଂସଦ, ବିଧାୟକଙ୍କୁ ଦେଇଥିଲେ କ୍ଷମତା । ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ହାଇକୋର୍ଟଙ୍କ ନାପସନ୍ଦ…

ବାଲିଯାତ୍ରା ପଡ଼ିଆକୁ ନେଇ ହାଇକୋର୍ଟଙ୍କ ଅସନ୍ତୋଷ, ୭ ଦିନ ମଧ୍ୟରେ ସଫେଇ ପାଇଁ ଦେଲେ ନିର୍ଦ୍ଦେଶ

କଟକ: ହାଇକୋର୍ଟରେ କଟକ ସହର ସମସ୍ୟା ମାମଲାର ଶୁଣାଣି ବେଳେ ବାଲିଯାତ୍ରା ଶେଷ ହେବା ପରେ ପଡ଼ିଆ ସଫେଇ ହୋଇ ନଥିବାରୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଅଦାଲତ ।  ୩୫ ଲକ୍ଷ ଟଙ୍କା ବ୍ୟୟ କରାଯାଇ ଘରୋଇ ଏଜେନ୍ସିକୁ ସଫେଇ ଦାୟିତ୍ବ ଦିଆଯାଇଥିଲେ ମଧ୍ୟ ସଫେଇ ଏକପ୍ରକାର ପ୍ରହସନ ହୋଇଥିବା ଆଡଭୋକେଟ୍‌…

ଅବସରପ୍ରାପ୍ତ ଶିକ୍ଷକଙ୍କୁ ପୁନଃ ନିଯୁକ୍ତି ନେଇ ହାଇକୋର୍ଟରେ ମାମଲା, ଆସନ୍ତା ୧୩ ତାରିଖରେ ପରବର୍ତ୍ତୀ ଶୁଣାଣି

କଟକ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ପୁନଃ ନିଯୁକ୍ତି ନେଇ ହାଇକୋର୍ଟରେ ମାମଲା। ବିଭିନ୍ନ ସ୍କୁଲରେ ଅତିଥି ଶିକ୍ଷକ ନିଯୁକ୍ତି ନେଇ ପ୍ରଶ୍ନ ଉଠାଇଲେ ହାଇକୋର୍ଟ। ସ୍ଥାୟୀ ନିଯୁକ୍ତି ପରିବର୍ତ୍ତେ ଅତିଥି ଶିକ୍ଷକ କାହିଁକି ନିଯୁକ୍ତି କରୁଛନ୍ତି ସେ ନେଇ ଜବାବ ରଖିବାକୁ ନିର୍ଦ୍ଦେଶ। ଏ ନେଇ ରାଜ୍ୟ…

କଟକରେ ଦୁର୍ଗାପୂଜା ପାଇଁ ହୋଇପାରିବ ୬ ଟି ସୁ-ଉଚ୍ଚ ତୋରଣ, ଅନୁମତି ଦେଲେ ଓଡିଶା ହାଇକୋର୍ଟ

କେନ୍ୟୁଜ(ବ୍ୟୁରୋ) :  ଓଡିଶା ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି ।  ଏବେ କଟକରେ ଦୁର୍ଗାପୂଜା ପାଇଁ ହୋଇପାରିବ ସୁ-ଉଚ୍ଚ ତୋରଣ । ଅନୁମତି ଦେଲେ ଓଡିଶା ହାଇକୋର୍ଟ । କଟକ ସହରରେ ୬ ଟି ସୁଉଚ୍ଚ ତୋରଣକୁ ଅନୁମତି ଦେଇଛନ୍ତି ଓଡିଶା ହାଇକୋର୍ଟ ।  ଦୁଇଟି ପର୍ଯ୍ୟାୟରେ ଅନୁମତି ନେଇ ସ୍ପଷ୍ଟ କଲେ…

ଭରତପୁର ଥାନା ମାମଲା ହାଇକୋର୍ଟରେ ଶୁଣାଣି, ସେନା କର୍ମଚାରୀଙ୍କ ସହ ବ୍ୟବହାର ନେଇ ଏସଓପି ଆଣିବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର : ଭୁବନେଶ୍ବର ଭରତପୁର ଥାନାରେ କ୍ୟାପଟେନ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ହାଇକୋର୍ଟରେ ଶୁଣାଣି । ଥାନାରେ ସେନା କର୍ମଚାରୀଙ୍କ ସହ ବ୍ୟବହାର ନେଇ ଓଡିଶା ପୋଲିସ ଏସଓପି ଆଣିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଶୁଣାଣି ସମୟରେ ହାକୋର୍ଟରେ ବରିଷ୍ଠ ଆଇପିଏସ…

ତହସିଲଦାରଙ୍କ ଅନଲାଇନ ଟ୍ରେନିଂ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ : ତହସିଲଦାରଙ୍କ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ରାଜ୍ୟର ତହସିଲଦାରମାନଙ୍କର ଅନଲାଇନ ଟ୍ରେନିଂ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏକ ଉଚ୍ଛେଦ ମାମଲାର ଶୁଣାଣି କରି ହାଇକୋର୍ଟ ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗକୁ ଏହି ନିର୍ଦ୍ଦେଶ ଦେଇଛନ୍ତି ।…

ଶ୍ରୀମନ୍ଦିର ମରାମତି ମାମଲା, ଏଏସଆଇର ସତ୍ୟପାଠକୁ ଅଗ୍ରାହ୍ୟ କଲେ ହାଇକୋର୍ଟ

କଟକ (କେନ୍ୟୁଜ): ହାଇକୋର୍ଟରେ ଶ୍ରୀମନ୍ଦିର ମରାମତି ମାମଲା । ଜଗମୋହନ ମରାମତି ନେଇ ଏଏସଆଇ ଦ୍ଵାରା ଦାଖଲ ସତ୍ୟପାଠରେ ଅସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ। ପୂର୍ବରୁ ଦାଖଲ କରିଥିବା ସତ୍ୟପାଠରେ ମରାମତି କାମର ଅଗ୍ରଗତି ନେଇ ରିପୋର୍ଟ ରହିଥିଲା । ତେଣୁ ଏହାକୁ ପ୍ରତ୍ୟାହାର କରିଛି ଏଏସଆଇ ।…

ଅନୁଭବଙ୍କ ଛାଡ଼ପତ୍ର ଆବେଦନକୁ ଗ୍ରହଣ କଲେ ହାଇକୋର୍ଟ, ବର୍ଷାଙ୍କୁ ନୋଟିସ୍ ଜାରି

କଟକ ( କେନ୍ୟୁଜ): କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ଛାଡ଼ପତ୍ର ଆବେଦନକୁ ଗ୍ରହଣ କରିଛନ୍ତି ହାଇକୋର୍ଟ। ଏହି ମାମଲାରେ ବର୍ଷା ପ୍ରିୟଦର୍ଶିନୀଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ। ତଳ କୋର୍ଟର ରେକର୍ଡ ଦାଖଲ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେବେ ଦେଇଛନ୍ତି । ନଭେମ୍ବର ୯…

ହାଇକୋର୍ଟ ବିଚାରପତିଙ୍କୁ ଅନୁଭବଙ୍କ ଚିଠି, ଫ୍ୟାମିଲି କୋର୍ଟ ବିଚାର ପ୍ରକ୍ରିୟାରେ ସ୍ବଚ୍ଛତା ରଖୁ ନଥିବା ଅଭିଯୋଗ

କଟକ (କେନ୍ୟୁଜ): ହାଇକୋର୍ଟ ବିଚାରପତିଙ୍କୁ ସାଂସଦ ଅନୁଭବ ମହାନ୍ତିଙ୍କ ଚିଠି । ଗତ ଜୁଲାଇ ୧୨ ତାରିଖରେ ଏହି ଚିଠି ଲେଖିଥିଲେ । ଯେଉଁଥିରେ କଟକ ଫ୍ୟାମିଲି କୋର୍ଟ ବିଚାରପତିଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ ଅନୁଭବ ମହାନ୍ତି । ବିଚାର ପ୍ରକ୍ରିୟାରେ ଫ୍ୟାମିଲି କୋର୍ଟ ବିଚାରପତି ସ୍ବଚ୍ଛତା ରଖୁ…