୬ଶହ ଜୀବନ ନେଲାଣି ଭୟଙ୍କର ବାତ୍ୟା ସେନ୍ୟାର, ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ଇଣ୍ଡୋନେସିଆ
ନୂଆଦିଲ୍ଲୀ: ୬ଶହ ଜୀବନ ନେଲାଣି ଭୟଙ୍କର ବାତ୍ୟା ସେନ୍ୟାର । ଓଡ଼ିଶା ଆସିଲାନି ସିନା ଦକ୍ଷିଣ-ପୂର୍ବ ଏସିଆରେ ଭୟଙ୍କର ବିଭୀଷିକା ରଚିଛି ସେନ୍ୟାର । ଇଣ୍ଡୋନେସିଆ, ଥାଇଲାଣ୍ଡ ଓ ମାଲେସିଆରେ ବାତ୍ୟା ପ୍ରଭାବରେ ହୋଇଥିବା ଭୟଙ୍କର ବନ୍ୟା ଓଭୂସ୍ଖଳନରେ ପ୍ରାୟ ୬ଶହ ଲୋକଙ୍କ ଜୀବନ ଯାଇଛି । …