ବୁଲ୍ବୁଲ୍ ପ୍ରଭାବରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱରରେ ଜିଲ୍ଲାରେ ବର୍ଷା ସାଙ୍ଗକୁ ପବନ ବହିବା…
ଭୁବନେଶ୍ୱର : ବୁଲ୍ବୁଲ୍ ପ୍ରଭାବରେ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱରରେ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇସାରିଛି। ଉପକୂଳ ଓଡ଼ିଶାର କିଛି ସ୍ଥାନରେ ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନ ବହିବା ଆରମ୍ଭ ହୋଇଯାଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା , ଜଗତସିଂହପୁରରେ…