Below header
Browsing Tag

cyclone gaja

ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ‘ଗାଜା’, ୨୪ ଘଣ୍ଟାରେ ନେବ ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମର ରୂପ

ବଙ୍ଗୋପସାଗରରେ ଅଧିକ ଘନୀଭୂତ ହେଉଛି ବାତ୍ୟା ଗାଜା । ଉପକୂଳ ଆଡ଼କୁ ମାଡ଼ି ଆସୁଛି । ଆସନ୍ତା ୨୪ ଘଣ୍ଟା ଭିତରେ ସାମୁଦ୍ରିକ ଝଡ଼ ଗାଜା ତୀବ୍ରତର ହେବ । ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି । ଉତ୍ତର ତାମିଲନାଡୁ, ପୁଡୁଚେରୀ ଓ ଦକ୍ଷିଣ…