Browsing Tag

cyclone

ଆସୁଛି ଅତି ଭୀଷଣ ବାତ୍ୟା ମୋଚା, ଆଜି ଅବପାତରେ ହେବ ପରିଣତ

ଭୁବନେଶ୍ୱର (କେନ୍ୟୁଜ): ଆସୁଛି ଅତି ଭୀଷଣ ବାତ୍ୟା ମୋଚା । ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହା ଘନୀଭୂତ ହୋଇ ଆଜି ଅବପାତରେ ପରିଣତ ହେବ । ଆସନ୍ତାକାଲି ବାତ୍ୟାର ରୂପ ନେବ ଡିପ୍ରେସନ୍‌ । ଏହାର ନାଁ ରହିବ ମୋଚା ।…

ଅତି ଭୀଷଣ ହେବ ବାତ୍ୟା, ୧୨ ତାରିଖରେ ହେବ ଗତିପଥ ପରିବର୍ତ୍ତନ

କେନ୍ୟୁଜ୍(ବ୍ୟୁରୋ):  ଅତି ଭୀଷଣ ବାତ୍ୟା ହେବ । ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କାଲି ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା । ସମ୍ଭାବ୍ୟ ବାତ୍ୟା ନେଇ IMD DG ମୃତ୍ୟୁଞ୍ଜୟ ମହାପାତ୍ର ପ୍ରେସମିଟରେ ସୂଚନା ଦେଇଛନ୍ତି। ୧୦ ତାରିଖରେ ଅବପାତ ବାତ୍ୟା ରୁପ…

ଓଡ଼ିଶାକୁ ନାହିଁ ବାତ୍ୟା ବିପଦ, ବାଂଲାଦେଶ ଓ ମିଆଁମାର ଉପକୂଳକୁ ମୁହାଁଇପାରେ: ପାଣିପାଗ

(କେନ୍ୟୁଜ): କୁଆଡ଼େ ମୁହାଁଇବ ସମ୍ଭାବ୍ୟ ବାତ୍ୟା ? ବିଭିନ୍ନ ପାଣିପାଗ ସଂସ୍ଥା କରିଛନ୍ତି ଆକଳନ କହୁଛି, ମିଆଁମାର ଉପକୂଳ ମୁହାଁଇପାରେ । ୱିଣ୍ଡିର ଆମେରିକାନ୍‌ GFS ଓ ୟୁରୋପିଆନ୍‌ EMWF ମଡେଲର ଆକଳନ କହୁଛି ମିଆଁମାର ମୁହାଁ ହେବ ବାତ୍ୟା । EMWF ୧୪ ତାରିଖ ସକାଳେ ସ୍ଥଳଭାଗ ଛୁଇଁବ ବୋଲି…

ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ଘନୀଭୂତ ହୋଇ ୯ରେ ହେବ ଅବପାତ

କେନ୍ୟୁଜ୍‌(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆସନ୍ତାକାଲି ସକାଳ ସୁଦ୍ଧା ଲଘୁଚାପ ସୃଷ୍ଟି ହୋଇପାରେ । ପରେ ଘନୀଭୂତ ହେବ । ୯ରେ ହେବ ଲଘୁଚାପ ନେଇପାରେ ଅବପାତର ରୂପ । ଏହାପରେ ଡିପ୍ରେସନ୍‌ ଉତ୍ତର ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଆଡକୁ ଗତି କରିବ ।…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୮ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି । ଦକ୍ଷିଣପୂର୍ବ ବଙ୍ଗୋପସାଗର ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ କ୍ଷେତ୍ର । ୮ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ପରେ ଘନୀଭୂତ ହୋଇ ୯ରେ ଅବପାତ ରୂପ ନେଇପାରେ । ଏହା ଦକ୍ଷିଣକୁ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିବା ସମୟରେ…

୯ରେ ବାତ୍ୟା ସମ୍ଭାବନା: ଲଘୁଚାପ ସୃଷ୍ଟି ପରେ ସ୍ପଷ୍ଟ ହେବ ଗତିପଥ, ଓଡ଼ିଶା ଉପରେ ନାହିଁ ପ୍ରଭାବ

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୯ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା। ବାତ୍ୟା ସୃଷ୍ଟି ପରେ ଏହା ଉତ୍ତର ଦିଗରେ ଗତି କରିବ। ତେବେ କେତେ ଶକ୍ତିଶାଳୀ ହେବ ସେନେଇ ଜଣାପଡିନି। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି। ଓଡ଼ିଶା ଠାରୁ ଯଥେଷ୍ଟ ଦୂରରେ ରହିବା ନେଇ…

୯ ତାରିଖରେ ବଙ୍ଗୋପସାଗରରେ ଦାନା ବାନ୍ଧିପାରେ ବାତ୍ୟା

୯ ତାରିଖରେ ବଙ୍ଗୋପସାଗରରେ ଦାନା ବାନ୍ଧିପାରେ ବାତ୍ୟା । ଆଇଏମଡିର ପୂର୍ବାନୁମାନ ଖରା ଦିନିଆ ବାତ୍ୟାକୁ ନେଇ ଛନକା ପଶିଛି । ବାତ୍ୟାର ନାଁ ରହିବ ମୋଖା । କୁଆଡ଼େ ଯିବ ସମ୍ଭାବ୍ୟ ବାତ୍ୟା । କେତେ ରହିବ ତୀବ୍ରତା । କେଉଁଠି କରିବ ଲାଣ୍ଡଫଲ୍‌ । ଏହାକୁ ନେଇ ଚର୍ଚ୍ଚା ଚାଲିଛି । ଓ୍ଵିଣ୍ଡି…

ବାତ୍ୟା ସମ୍ଭାବନା ସ୍ପଷ୍ଟ କଲା ଭାରତୀୟ ପାଣିପାଗ ବିଭାଗ, କିନ୍ତୁ କେଉଁ ଆଡେ ମାଡିବ ଓ କେତେ ତୀବ୍ରତା ରହିବ ତାହା ଆକଳନ…

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ଆସିବ ବାତ୍ୟା। ମେ’ ୯ରେ ସାମିଦ୍ରିକ ଝଡ଼ ସମ୍ଭାବନା। ୬ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ୭ରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ୮ରେ ଲଘୁଚାପ ଅବପାତରେ ପରିଣତ ହେବ। ଏହା ଆହୁରି ଘନୀଭୂତ ହେବା ପାଇଁ…

ହୋଇପାରେ ବାତ୍ୟା : ୬ରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ୮ରେ ନେବ ଅବପାତ ରୂପ

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୬ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୮ ତାରିଖ ବେଳକୁ ଏହା ଅବପାତରେ ପରିଣତ ହୋଇପାରେ ।ଉତ୍ତର ଦିଗକୁ ଯାଇ କେନ୍ଦ୍ରୀୟ…

ବଢ଼ୁଛି ବାତ୍ୟା ଆଶଙ୍କା: ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର ପାଇଁ ସରକାର ପ୍ରସ୍ତୁତ

ଭୁବନେଶ୍ୱର (କେନ୍ୟୁଜ): ଖରାଦିନିଆ ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଆଗୁଆ ପ୍ରସ୍ତୁତି । ଗତକାଲି ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିରୋ କାଜୁଆଲିଟି ନୀତି ଉପରେ ଗୁରୁତ୍ୱ ଦେଇଛନ୍ତି । ବିଭିନ୍ନ ବିଭାଗ ମଧ୍ୟରେ ସମନ୍ଵୟ ରକ୍ଷା କରି…

ଖରାଦିନିଆ ବାତ୍ୟା ଆଶଙ୍କା: ୬ରେ ଘୂର୍ଣ୍ଣିବଳୟ, ୯ ବେଳକୁ ଲଘୁଚାପ

ଭୁବନେଶ୍ୱର (କେନ୍ୟୁଜ): ମେ' ମାସରେ ପୁଣି ବାତ୍ୟା ଭୟ । ବଙ୍ଗୋପସାଗରରେ ଦାନା ବାନ୍ଧିବ କି ଖରା ଦିନିଆ ସାଇକ୍ଲୋନ୍‌ ? ଫନୀ, ଅମ୍ଫନ, ୟସ ଓ ଅସାନୀ ପରେ ଏବର୍ଷ ସମ୍ଭାବ୍ୟ ବାତ୍ୟା ମୋଖାର ସମ୍ଭାବନା ବଢ଼ିଛି । ଏଥର ବଙ୍ଗୋପସାଗରରେ ସାମୁଦ୍ରିକ ଝଡ଼ ସୃଷ୍ଟି ହେଲେ ନାଁ ରହିବ 'ମୋଚା'। ଏକାଧିକ…

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

 ଭୁବନେଶ୍ୱର : ଗ୍ରୀଷ୍ମ ଋତୁରେ ବାତ୍ୟାର ଗତି ଜଟିଳ। ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ।…