Below header
Browsing Tag

da allowance

ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ନୂଆବର୍ଷ ଭେଟି: ୩ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

କେନ୍ୟୁଜ୍(ବ୍ୟୁରୋ):ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୦୧.୦୭.୨୦୨୧ରୁ ପିଚ୍ଛିଲା…