କଟକ: ବ୍ୟବସାୟୀଙ୍କ ଠାରୁ ଡକାୟତି ଘଟଣାରେ ୭ ଗିରଫ
କଟକ(କେନ୍ୟୁଜ୍): କଟକରେ ବ୍ୟବସାୟୀଙ୍କ ଠାରୁ ଡକାୟତି ଘଟଣାରେ ୭ ଗିରଫ। ୬ଜଣ ଡକାୟତଙ୍କ ସହ ଲୁଟ ସାମଗ୍ରୀ କିଣିଥିବା ଜଣକୁ ଗିରଫ କରିଛି ମାଲଗୋଦାମ ଥାନା ପୋଲିସ। ସେମାନଙ୍କ ଠାରୁ ନଗଦ ଏକ ଲକ୍ଷ ୨୩ ହଜାର ଟଙ୍କା, ୧୨ ଗ୍ରାମ ସୁନା, ୬ ଟି ମୋବାଇଲ ଫୋନ ଏବଂ ତିନିଟି ଦୁଇ ଚକିଆ ଯାନ ଜବତ କରିଛି…