ଆଶା ପାରେଖଙ୍କୁ ଦାଦା ସାହେବ ଫାଲକେ ପୁରସ୍କାର, କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର କଲେ ଘୋଷଣା
ବଲିଉଡର ଲୋକପ୍ରିୟ ପୁରୁଖା ଅଭିନେତ୍ରୀ ଆଶା ପାରେଖଙ୍କୁ ମିଳବି ଦାଦା ସାହେବ ଫାଲକେ ପୁରସ୍କାର। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଘୋଷଣା କରିଛନ୍ତି । ଭାରତୀୟ ସିନେମାର ସର୍ବୋଚ୍ଚ ପୁରସ୍କାର ହେଉଛି ଦାଦା ସାହେବ ଫାଲକେ ଆଓ୍ଵାର୍ଡ। ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରୀରେ ଆଶାଙ୍କ ଅତୁଳନୀୟ ଅବଦାନ…