Below header
Browsing Tag

damodar hota

ବିଶିଷ୍ଟ ହିନ୍ଦୁସ୍ଥାନୀ ଓ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଗୁରୁ ପଣ୍ଡିତ ଦାମୋଦର ହୋତାଙ୍କ ପରଲୋକ

କେନ୍ୟୁଜ୍(ବ୍ୟୁରୋ):  ବିଶିଷ୍ଟ ହିନ୍ଦୁସ୍ଥାନୀ ଓ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଗୁରୁ ପଣ୍ଡିତ ଦାମୋଦର ହୋତାଙ୍କ ପରଲୋକ । ଗତ ରାତିରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ଗୁରୁ ପଣ୍ଡିତ ଦାମୋଦର ହୋତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ଉଡ୍ର ପଦ୍ଧତ୍ତୀୟ ସଙ୍ଗୀତର ଗବେଷଣା ଓ ପ୍ରଚାର…