Below header
Browsing Tag

damodar raut

ପୁରୀରେ ସମ୍ପନ୍ନ ହେବ ଦାମୋଦର ରାଉତଙ୍କ ଶେଷକୃତ୍ୟ, ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ): ଆଉ ନାହାନ୍ତି ବର୍ଷିଆନ୍ ରାଜନେତା ଦାମୋଦର ରାଉତ । ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ଦାମୋଦର ରାଉତ । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସକାଳ ୫ଟା ୨୩ ମିନିଟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ…