ଜାଡ଼ରେ ଥରିଲାଣି ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ି, ୧୧ ଡିଗ୍ରୀକୁ ଖସିଲାଣି ପାରଦ
ଦାରିଙ୍ଗବାଡ଼ି: ଜାଡ଼ରେ ଥରୁଛି କନ୍ଧମାଳ ଜିଲ୍ଲା ସମେତ ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ି । ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡ଼ିରେ ଆଚ୍ଛାଦିତ ହେଉଛି ଦାରିଙ୍ଗବାଡ଼ି ସମେତ ଆଭ୍ୟନ୍ତରୀଣ ଅଞ୍ଚଳ । ଯାହାର ଭରପୁର ମଜା ନେଉଛନ୍ତି ସ୍ଥାନୀୟ ବାସିନ୍ଦାଙ୍କ ସମେତ ପର୍ଯ୍ୟଟକ ।
ବିଗତ ୪୮ଘଣ୍ଟାରେ…