Below header
Browsing Tag

dcp reaction

ମଦ ପିଇ ଉତ୍ପାତ କଲେ କଡ଼ା କାର୍ଯ୍ୟାନୁଷ୍ଠାନ, ବିନା ୟୁନିଫର୍ମରେ ବୁଲିବେ ପୋଲିସ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀ ରାଜରାସ୍ତାରେ ବିନା ୟୁନିଫର୍ମରେ ବୁଲିବେ ପୋଲିସ। ବିଭିନ୍ନ ସ୍ଥାନରେ କଡାକଡି ହେବ ମଦୁଆ ଧରା ଅଭିଯାନ। ମଦ ପିଇ ଉତ୍ପାତ କଲେ ଉଠାଇ ଆଣିବ ବୋଲି କହିଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ । ସେହିଏପରି ଶବ୍ଦ ପ୍ରଦୂଷଣକାରୀ ବାଣ ଫୁଟାଇଲେ ନିଆଯିବ…