ରେଢ଼ାଖୋଲରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଭାଲୁ ମୃତ
ରେଢାଖୋଲ : ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ରାସ୍ତାର ବାଲିକିଆରୀ ଗ୍ରାମ ବଲାଟ ଛକ ରାସ୍ତା କଡ଼ରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୋଟିଏ ଭାଲୁର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ରେଢ଼ାଖୋଲରୁ କିସିଣ୍ଡା ଅଞ୍ଚଳକୁ ରାସ୍ତା କଡ଼ରେ ଯାଇଥିବା ବିଦ୍ୟୁତ ତାର ବାଲିକିଆରୀ ଗ୍ରାମ ନିକଟରେ ଝଡ…