ଦୁଇଟି ହାତୀର ମୃତ ଦେହ ଠାବ, ତଦନ୍ତ କରୁଛି ବନ ବିଭାଗ
ନର୍ଲା/ ଆଠମଲ୍ଲିକ : ଦୁଇଟି ହାତୀର ମୃତ୍ୟୁ ଖବର ମିଳିଛି । ଗୋଟେ ଦନ୍ତା ହାତୀର ମୃତ୍ୟୁ ହୋଉଥିବାବେଳେ ଆଉ ଏକ ମାଖନା ହାତୀର ମୃତ୍ୟୁ ହୋଇଛି। କଳାହାଣ୍ଡି ନର୍ଲା ରେଞ୍ଜ କମର୍ଦ୍ଧା ସେକ୍ସନ ଏକ ପୋଖରୀ ନିକଟରୁ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଛି । ପ୍ରବଳ ଖରା ସାଙ୍ଗକୁ ଜଙ୍ଗଲରେ ପାଣିର…