ବେଙ୍ଗାଲୁରୁରେ ଚାଞ୍ଚଲ୍ୟ: ଘରେ ପଶି ମହିଳା ସରକାରୀ ଅଧିକାରୀଙ୍କୁ ଛୁରି ଭୁସି ହତ୍ୟା କଲେ ଦୁର୍ବୃତ୍ତ
ବେଙ୍ଗାଳୁରୁ (କେନ୍ୟୁଜ): ବେଙ୍ଗାଲୁରୁରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । କର୍ଣ୍ଣାଟକ ସରକାରଙ୍କ ଅଧୀନରେ ଖଣି ଓ ଭୂତତ୍ତ୍ବବିତ୍ ଭାବେ କାର୍ଯ୍ୟ କରୁଥିବା ଜଣେ ମହିଳାଙ୍କୁ ତାଙ୍କ ବାସଭବନରେ ଛୁରି ଭୁସି ହତ୍ୟା କରାଯାଇଥିବା କଥା ପୋଲିସ କହିଛି। ମହିଳା ଜଣଙ୍କ ହେଲେ ୩୭ ବର୍ଷୀୟ…