ଆଜି ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟତିଥି, ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟତିଥି। ବାଜପେୟୀଙ୍କର ଆଜି ୫ମ ପୂଣ୍ୟତିଥି । ଏହି କିମ୍ବଦନ୍ତୀ ପୁରୁଷଙ୍କୁ ଆଜି ଶ୍ରଦ୍ଧାଞ୍ଜଳି ଜଣାଉଛି ସାରା ଦେଶ। ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଗୃହ ମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀଙ୍କ…