ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା ,ପୁରୁଷ ବନ୍ଧୁଙ୍କୁ ଧରିବା ପାଇଁ ଏକାଧିକ ଟିମ୍ ଗଠନ କରିଛି…
କଟକ : ଚନ୍ଦ୍ରିକାଙ୍କ ପୁରୁଷ ବନ୍ଧୁ ଫେରାର । ପୁରୁଷ ବନ୍ଧୁ ଭୀମସେନ ଟୁଡୁଙ୍କୁ ଧରିବା ପାଇଁ ଏକାଧିକ ଟିମ୍ ଗଠନ କରିଛି କମିଶନରେଟ ପୋଲିସ । ଜୁନ୍ ୪ ତାରିଖ ଦିନ କାଠଯୋଡ଼ି ନଦୀରୁ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ରୁଜୁ ମାମଲାରେ ପୁରୁଷ ବନ୍ଧୁ…