ରାଜ୍ଯରେ ଆଜି ୨୬୩ କରୋନା ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୧୮୫୦କୁ ବୃଦ୍ଧି
ଭୁବନେଶ୍ବର: ରାଜ୍ଯରେ ଆଜି ୨୬୩ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୧୫୧, ଏବଂ ଲୋକାଲ୍ କେସରୁ ୧୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ହଜାର ୫୪୨କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି…