ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ
ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲାର ଓଡ଼ାପଡ଼ା ବ୍ଲକ ଅନ୍ତର୍ଗତ ବଳରାମ ପ୍ରସାଦ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି | ମୃତ ମହିଳା କଣ୍ଢେଇ ମହାପାତ୍ର ବୟସ ୬୦ ବର୍ଷ | ଆଜି ସକାଳ ସମୟରେ ଗ୍ରାମ ନିକଟ ନାଳ ପାଖକୁ ଶୌଚ ହେବାକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ମୃତ୍ୟୁ ବରଣ…