ଟ୍ରେନ ଧକ୍କାରେ ଦନ୍ତା ମୃତ, ଟ୍ରେନ୍ ଲାଇନ୍ ପାର୍ ହେବା ବେଳେ ଗଲା ହାତୀର ଜୀବନ
ମୟୂରଭଞ୍ଜ: ଟ୍ରେନ ଧକ୍କାରେ ହାତୀ ମୃତ । ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଆଗ୍ରିଆ ଠାରେ ହାତୀକୁ ଧକ୍କା ଦେଲା ଟ୍ରେନ । ଭୁବନେଶ୍ୱର ଠାରୁ ବାଙ୍ଗିରିପୋଷି ଫେରୁଥିବା ସୁପର ଫାଷ୍ଟ ଟ୍ରେନ ଧକ୍କାରେ ଘଟିଛି ଅଘଟଣ । ରାତି ପ୍ରାୟ ୧୧ ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା । ଟ୍ରେନ୍ ଲାଇନ୍ ପାର୍…